ଓଡ଼ିଶା

ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି

ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ‘ଏକ୍ସ’ରେ ସୂଚନା ଦିଆଯାଇଛି। ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ୮ରୁ ୧୦ ଡିଗ୍ରୀ ବୃଦ୍ଧି ସମ୍ଭାବନା ଥିବା କୁହାଯାଇଛି।

ମାର୍ଚ୍ଚ ଶେଷ ବେଳକୁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଛୁଇଁପାରେ।ଲଗାଣ ବର୍ଷା ପରେ ପୁଣି ଉପରମୁହାଁ ପାରଦ। ଆଜିଠୁ ବଢ଼ିଲା ତାତି। ଆଜିଠୁ ୨୪ ତାରିଖ ଭିତରେ ରାଜ୍ୟରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବଢ଼ିବ।

Related Articles

Back to top button
WP Twitter Auto Publish Powered By : XYZScripts.com