ଓଡ଼ିଶା

ରାଜ୍ୟ ସରକାରଙ୍କ ପକ୍ଷରୁ ୨୮ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଛି

ରାଜ୍ୟ ସରକାରଙ୍କ ପକ୍ଷରୁ ୨୮ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ବିଧିବଦ୍ଧ ଭାବେ ବଦଳି ବିଜ୍ଞପ୍ତି ଜାରି ହୋଇଛି। ସମ୍ପୃକ୍ତ ଅଫିସରମାନଙ୍କୁ ଅପରାହ୍ନରେ ରିଲିଭ୍‌ କରି ନୂଆ ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଏହି ବଦଳି କରାଯାଇଥିବା ଜଣାପଡ଼ିଛି।

Related Articles

Back to top button
WP Twitter Auto Publish Powered By : XYZScripts.com