ଜାତୀୟରାଜନୀତି

ଭାରତୀୟ ଜନତା ପାର୍ଟି ଲୋକସଭା ନିର୍ବାଚନ ୨୦୨୪ ପାଇଁ ଚତୁର୍ଥ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି

ଭାରତୀୟ ଜନତା ପାର୍ଟି ଲୋକସଭା ନିର୍ବାଚନ ୨୦୨୪ ପାଇଁ ଚତୁର୍ଥ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦୁଇଟି ରାଜ୍ୟ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।

ଏହି ତାଲିକାରେ ସମୁଦାୟ ୧୫ଜଣଙ୍କ ନାମ ଅଛି, ସେଥିମଧ୍ୟରୁ ଗୋଟିଏ ପୁଡୁଚେରୀ ପାଇଁ ଥିବାବେଳେ ବାକି ୧୪ଟି ତାମିଲନାଡୁର ବୋଲି ଜଣାପଡିଛି | ଏହି ସମସ୍ତ ୧୫ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ଦୁଇଜଣ ମହିଳା ପ୍ରାର୍ଥୀ ମଧ୍ୟ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com