ଶିକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ +୨ ପରୀକ୍ଷା ଖାତା ଆରମ୍ଭ ହୋଇଛି

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ +୨ ପରୀକ୍ଷା ଖାତା ଆରମ୍ଭ ହୋଇଛି। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଉଭୟ ଅନ୍‌‌ଲାଇନ ଓ ଅଫ୍‌‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଖାତା ଅନ୍‌‌ଲାଇନରେ ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌‌ଲାଇନରେ ହେବ।

ସମୁଦାୟ ୬୯ଟି ଜୋନ୍‌‌ରେ ଅଫ୍‌‌ଲାଇନ ମୂଲ୍ୟାୟନ ଓ ୪୧ଟି ଜୋନ୍‌‌ରେ ଅନ୍‌‌ଲାଇନ୍‌‌ ମୂଲ୍ୟାୟନ କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com