ରାଜନୀତି

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ସିଏମ ଏବଂ ଅଶୋକ ଗେହଲଟ ଯୋଧପୁରର ସର୍ଦ୍ଦାରପୁର ଆସନରୁ ନାମାଙ୍କନପତ୍ର

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ସିଏମ ଏବଂ ଭେଟେରାନ କଂଗ୍ରେସ ନେତା ଅଶୋକ ଗେହଲଟ ଯୋଧପୁରର ସର୍ଦ୍ଦାରପୁର ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। କିନ୍ତୁ, ତାଙ୍କ ନିର୍ବାଚନୀ ସତ୍ୟପାଠକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ବିରୋଧରେ ବିଜେପି ବଡ ଅଭିଯୋଗ ଆଣିଛି। ଭାଜପା କହିଛି ନିର୍ବାଚନ ସତ୍ୟପାଠରେ ଦୁଇଟି ଅପରାଧିକ ମାମଲା ସମ୍ପର୍କରେ ସିଏମ ଗେହଲଟ କୌଣସି ସୂଚନା ଦେଇନାହାଁନ୍ତି। ଏଥିପାଇଁ ବିଜେପି ଗେହଲୋଟଙ୍କ ନାମାଙ୍କନପତ୍ର ରଦ୍ଦ କରିବାକୁ ନିର୍ବାଚନ ଆୟୋଗଙ୍କଠାରେ ଦାବି କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com