ଜାତୀୟ

ବିଦେଶୀ ଅନଲାଇନ ବେଟିଂ ଏବଂ ଜୁଆ ପ୍ଲାଟଫର୍ମ ସମେତ ସରୋଗେଟ୍ ବିଜ୍ଞାପନ କିମ୍ବା ପ୍ରଚାରପ୍ରସାର ଠାରୁ ଦୂରେଇ ରହିବାକୁ ସୂଚନା

ବିଦେଶୀ ଅନଲାଇନ ବେଟିଂ ଏବଂ ଜୁଆ ପ୍ଲାଟଫର୍ମ ସମେତ ସରୋଗେଟ୍ ବିଜ୍ଞାପନ କିମ୍ବା ପ୍ରଚାରପ୍ରସାର ଠାରୁ ଦୂରେଇ ରହିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସାମାଜିକ ଗଣମାଧ୍ୟମର ସମସ୍ତ ସମର୍ଥକ ଏବଂ ପ୍ରଭାବଶାଳୀ ବ୍ୟକ୍ତିବିଶେଷମାନଙ୍କୁ ପରାମର୍ଶ ଦେଇଛି।

ଏହାକୁ ପାଳନ ନକଲେ ଆଇନ ଅନୁଯାୟୀ ଦଣ୍ଡନୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ବୋଲି ମାର୍ଗଦର୍ଶିକାରେ ଚେତାବନୀ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com