ଓଡ଼ିଶା

ରାଜ୍ୟରେ ଯେପରି ଅଧିକରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ପାଦନ ସହ ବ୍ୟବହାର ହୋଇପାରିବ, ସେନେଇ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି

ରାଜ୍ୟରେ ଯେପରି ଅଧିକରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ପାଦନ ସହ ବ୍ୟବହାର ହୋଇପାରିବ, ସେନେଇ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି। ଏଥିପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ମଧ୍ୟ ପ୍ରଣୟନ କରିଛନ୍ତି।

ଏହି ନୀତି ଅଧୀନରେ ୨୦୩୦ ସୁଦ୍ଧା ରାଜ୍ୟରେ ପ୍ରାୟ ୧୧୦୦୦ ମେଗାୱାଟ୍‌ ସବୁଜଶକ୍ତି ଉତ୍ପାଦନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ରାଜ୍ୟରେ ଅକ୍ଷୟ ଉର୍ଜା ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ ସରକାର ବିଚାର କରୁଛନ୍ତି।

Related Articles

Back to top button