ଜାତୀୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଭୁଟାନ ଗସ୍ତରେ ଅଛନ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଭୁଟାନ ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ ଦି ଡ୍ରକ ଗୟାଲପୋ’ ପ୍ରଦାନ କରାଯାଇଥିଲା।

ଭୁଟାନର ରାଜା ଜିଗମେ ଖେସର ନାମଗିଲ ୱାଙ୍ଗଚୁକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ପ୍ରଥମ ବିଦେଶୀ ରାଷ୍ଟ୍ରାଧ୍ୟକ୍ଷ।

Related Articles

Back to top button
WP Twitter Auto Publish Powered By : XYZScripts.com