ଜାତୀୟ

ଉତ୍ତର ପ୍ରଦେଶ ସରକାର ଆଣିଥିବା ମଦ୍ରାସା ଆଇନକୁ ଅସାମ୍ବିଧାନିକ ଘୋଷଣା କରିଛନ୍ତି ଆହ୍ଲାବାଦ ହାଇକୋର୍ଟ

ଉତ୍ତର ପ୍ରଦେଶ ସରକାର ଆଣିଥିବା ମଦ୍ରାସା ଆଇନକୁ ଅସାମ୍ବିଧାନିକ ଘୋଷଣା କରିଛନ୍ତି ଆହ୍ଲାବାଦ ହାଇକୋର୍ଟ। ଉତ୍ତର ପ୍ରଦେଶ ବୋର୍ଡ ଅଫ ମଦ୍ରାସା ଏଡୁକେସନ ଆକ୍ଟ ୨୦୦୪ ଅସାମ୍ବିଧାନିକ ଓ ଏହା ଧର୍ମନିରପେକ୍ଷର ମୂଳ ନୀତିକୁ ଉଲ୍ଲଙ୍ଘନ କରୁଛି।

ଉକ୍ତ ଆଇନ ଧର୍ମନିରପେକ୍ଷର ବିରୋଧୀ ବୋଲି କୋର୍ଟ କହିଛନ୍ତି।

Related Articles

Back to top button