ଓଡ଼ିଶା

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଥିବାବେଳେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ଅଚାନକ ହଟାଇ ଦିଆଯାଇଛି

ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଥିବାବେଳେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ଅଚାନକ ହଟାଇ ଦିଆଯାଇଛି।

ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସ ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ବିଜୟଙ୍କୁ ଅଚାନକ ହଟାଇ ଦିଆଯିବାକୁ ନେଇ ରାଜ୍ୟ କଂଗ୍ରେସରେ ଯେ ସବୁକିଛି ଠିକଠାକ୍ ଚାଲିନାହିଁ ତାହା ସ୍ପଷ୍ଟ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com