ଓଡ଼ିଶା

ଏଥର ପ୍ରବଳ ତାତି ଅନୁଭୂତ ହେବ

ଏଥର ପ୍ରବଳ ତାତି ଅନୁଭୂତ ହେବ। ଆଗକୁ ତାତି ବଢ଼ିବ। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମାଲକାନଗିରିରେ ଶୁକ୍ରବାର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଥିଲା। ସେହିପରି ଟିଟିଲାଗଡ଼ ଭବାନୀପାଟଣା, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୩୫ ଡିଗ୍ରୀ ଉପରେ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com