ଜାତୀୟ

ବିମାନବନ୍ଦର ରନୱେରେ ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ ବିମାନ ମଧ୍ୟରେ ଦୁର୍ଘଟଣା ଘଟିଛି

ବିମାନବନ୍ଦର ରନୱେରେ ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ ବିମାନ ମଧ୍ୟରେ ଦୁର୍ଘଟଣା ଘଟିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବା ଦେଖିବାକୁ ମିଳିଛି।

ତେବେ ଏହି ଦୁର୍ଘଟଣାରେ କେହି ମୃତାହତ କିମ୍ବା ଆହତ ହୋଇନଥିବା ଜଣାପଡିଛି। ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ପରେ ଇଣ୍ଡିଗୋ ଏୟାରଲାଇନ୍ସର ଉକ୍ତ ପାଇଲଟଙ୍କ ବିରୋଧରେ ଡିଜିସିଏ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com