ମନୋରଞ୍ଜନ

‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି

‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ ଏକ ମାମଲାରେ ପୋଲିସ ଅଟକ ରଖିଛି।

ମୁମ୍ବାଇରେ ଏକ ହୁକ୍କା ବାର୍‌ରେ ରେଡ ବେଳେ ମୁନାୱାରଙ୍କ ସମେତ ୧୪ ଜଣଙ୍କୁ ଅଟକ ରଖିଥିଲା ପୋଲିସ। ଏହା ପରେ ମୁମ୍ବାଇ ପୋଲିସ ତାଙ୍କୁ ଛାଡିଦେଇଥିବା ଜଣାପଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com