ମନୋରଞ୍ଜନ

ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡ ଅଭିନେତ୍ରୀ ଆଦିତି ରାଓ ହାଇଦରୀ ଏବଂ ଅଭିନେତା ସିଦ୍ଧାର୍ଥ

ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡ ଅଭିନେତ୍ରୀ ଆଦିତି ରାଓ ହାଇଦରୀ ଏବଂ ଅଭିନେତା ସିଦ୍ଧାର୍ଥ। କିଛି ବର୍ଷ ହେବ ଦୁହେଁ ପରସ୍ପରରୁ ଡେଟ୍ କରୁଥିବା ବେଳେ ଏବେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।

ଖବର ଅନୁଯାୟୀ, ଦୁହେଁ ତେଲେଙ୍ଗାନାର ରଙ୍ଗନାଥ ସ୍ବାମୀ ମନ୍ଦିରରେ ବିବାହ କରିଛନ୍ତି । ଆଦିତି ଏବଂ ସିଦ୍ଧାର୍ଥଙ୍କ ବିବାହରେ କେବଳ ସେମାନଙ୍କ ପରିବାର ଏବଂ ଘନିଷ୍ଠ ସମ୍ପର୍କୀୟମାନେ ଅଂଶଗ୍ରହଣ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com