କ୍ରୀଡ଼ା

ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚ୍ ରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି

ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚ୍ ରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି।

ହାଇଦ୍ରାବାଦ୍ ର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ର ରୋହିତ ଶର୍ମା ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିଛନ୍ତି। ସେ ‘ଡବଲ୍ ସେଞ୍ଚୁରୀ’କରିଛନ୍ତି। ସେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୨୦୦ତମ ମ୍ୟାଚ୍ ଖେଳିବାର ରେକର୍ଡ ହାସଲ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com