ଓଡ଼ିଶା

ରାଜ୍ୟରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାତି ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା

ରାଜ୍ୟରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାତି ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

ହେଲେ ୩୧ ତାରିଖ ବେଳକୁ ମୟୂରଭଞ୍ଜ, ସୁନ୍ଦରଗଡ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com