ରାଜନୀତି

ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଗୁରୁବାର ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ

ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଗୁରୁବାର ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ ।

ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com