ଓଡ଼ିଶା

ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବଢ଼ିବାରେ ଲାଗିଛି ବିଜେଡି ବଳ

ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବଢ଼ିବାରେ ଲାଗିଛି ବିଜେଡି ବଳ । ନୟାଗଡ଼ରେ ବିଜେପିକୁ ଲାଗିଛି ଶକ୍ତ ଧକ୍କା । ନୟାଗଡ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି ।

ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଓ ନୟାଗଡ଼ ପୌର ପରିଷଦର ୪ ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com