ଓଡ଼ିଶା

ବିଜେପି ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି

ବିଜେପି ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ ଏନେଇ ସୂଚନା ଦେଇଛନ୍ତି ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଦାସ ।

ଏପ୍ରିଲ ପ୍ରଥମ ସପ୍ତାହରେ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କହିଛନ୍ତି ଭକ୍ତ ଦାସ । ଏଥିସହ ସେ ନିଜେ ନର୍ଲାରୁ ବିଧାନ ସଭା ଟିକେଟରେ ଲଢିବେ ବୋଲି କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com