ଓଡ଼ିଶା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଖରା ବର୍ଷାର ଖେଳ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଖରା ବର୍ଷାର ଖେଳ। ଉତ୍ତର ଉପକୂଳ ଓଡିଶାରେ ପ୍ରଚଣ୍ଡ ବଜ୍ରପାତର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ତାତି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ର ପ୍ରଭାବ ନଥିବା ବେଳେ କିଛି ସ୍ଥାନରେ ପଶ୍ଚମାଝଡ ପ୍ରଭାବ ରେ ଘଡଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com