ଓଡ଼ିଶା

ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘର ଉପରେ ବନ ବିଭାଗର ଚଢ଼ାଉ ଘଟଣା

ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘର ଉପରେ ବନ ବିଭାଗର ଚଢ଼ାଉ ଘଟଣା। ଆତ୍ମସମର୍ପଣ କଲେ ଯାଜପୁରର ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର। ଯାଜପୁର ରୋଡ୍ ବନ ବିଭାଗ କାର୍ୟ୍ୟାଳୟକୁ ଆସି ଉଭୟ ମୋନାଲିସା ଓ ତାଙ୍କ ସ୍ବାମୀ ବଦ୍ରି ନାରାୟଣ ଭଦ୍ର ଆତ୍ମସମର୍ପଣ କରିଛନ୍ତି।

ମୋନାଲିସା ବେଆଇନ ଭାବେ ବନ୍ୟଜନ୍ତୁଙ୍କୁ ରଖି ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଅଭିଯୋଗ ହୋଇଥିଲା।

Related Articles

Back to top button