ଅନ୍ତର୍ଜାତୀୟ

ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍‌କୁ ମଞ୍ଜୁରୀ ଦେଇଛି

ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍‌କୁ ମଞ୍ଜୁରୀ ଦେଇଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୪୧୫ ସଦସ୍ୟଙ୍କ ମଧ୍ୟରୁ ୪୦୦ ଜଣ ବିଧେୟକ ସପକ୍ଷରେ ଭୋଟ ଦେଇଥିବାବେଳେ ଅନ୍ୟ ୧୦ ସଦସ୍ୟ ବିଲ୍‌କୁ ବିରୋଧ କରିଥିଲେ।

ଏହି ବିଲ୍‌ ସିନେଟର ଅନୁମୋଦନ ଲାଭ କରି ଆଇନରେ ପରିଣତ ହେଲେ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାରେ ଥାଇଲାଣ୍ଡ ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com