ଓଡ଼ିଶା
ରାଜ୍ୟର ସରକାରୀ ସ୍କୁଲ ମାନଙ୍କରେ ପିଏମ୍ଶ୍ରୀ ସ୍କୁଲ ଯୋଜନା ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି
ରାଜ୍ୟର ସରକାରୀ ସ୍କୁଲ ମାନଙ୍କରେ ପିଏମ୍ଶ୍ରୀ ସ୍କୁଲ ଯୋଜନା ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ମିଳିଥିବା ସୂଚନା ଅନୁସାରେ ଶିକ୍ଷା ମନ୍ତ୍ରଣାଳୟ ସହିତ ରାଜ୍ୟ ସରକାର ଏକ ବୁଝାମଣାପତ୍ର ସ୍ୱାକ୍ଷର କରିବେ ।
ଗଣଶିକ୍ଷା ବିଭାଗ ପକ୍ଷରୁ ବୁଝାମଣା ସ୍ୱାକ୍ଷରିତ ହେବା ପରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟର ସ୍କୁଲ ମାନଙ୍କରେ ପିଏମ୍ଶ୍ରୀ ସ୍କୁଲ ଯୋଜନା ଲାଗୁ କରାଯିବ ।