ଓଡ଼ିଶା

ରାଜ୍ୟର ସରକାରୀ ସ୍କୁଲ ମାନଙ୍କରେ ପିଏମ୍‍ଶ୍ରୀ ସ୍କୁଲ ଯୋଜନା ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି

ରାଜ୍ୟର ସରକାରୀ ସ୍କୁଲ ମାନଙ୍କରେ ପିଏମ୍‍ଶ୍ରୀ ସ୍କୁଲ ଯୋଜନା ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ମିଳିଥିବା ସୂଚନା ଅନୁସାରେ ଶିକ୍ଷା ମନ୍ତ୍ରଣାଳୟ ସହିତ ରାଜ୍ୟ ସରକାର ଏକ ବୁଝାମଣାପତ୍ର ସ୍ୱାକ୍ଷର କରିବେ ।

ଗଣଶିକ୍ଷା ବିଭାଗ ପକ୍ଷରୁ ବୁଝାମଣା ସ୍ୱାକ୍ଷରିତ ହେବା ପରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟର ସ୍କୁଲ ମାନଙ୍କରେ ପିଏମ୍‍ଶ୍ରୀ ସ୍କୁଲ ଯୋଜନା ଲାଗୁ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com