ଓଡ଼ିଶା

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ଦୁଇ ଦିନ ହେବ ଅଧିକାଂଶ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଆଗକୁ ଆହୁରି ବଢିବ।

ଏହି ସ୍ଥିତି ଆଗକୁ ଜାରି ରହିବା ସହ ତାପମାତ୍ରାରେ ଆହୁରି ବୃଦ୍ଧି ହେବାକୁ ଥିବାର ସମ୍ଭବତଃ ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିବାର ଆଶଙ୍କା ସୃଷ୍ଟି ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com