ଓଡ଼ିଶା

ନାଁ ଘୋଷଣା ପରେ ବିଜେଡିର ପ୍ରାର୍ଥୀମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି

ନାଁ ଘୋଷଣା ପରେ ବିଜେଡିର ପ୍ରାର୍ଥୀମାନେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି। ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ବାଙ୍କୀ ବିଧାୟକ ଦେବି ରଞ୍ଜନ ତ୍ରିପାଠୀ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ଧାମନଗର ବିଧାୟକ ପ୍ରାର୍ଥୀ ଡାକ୍ତର ସଞ୍ଜୟ ଦାସ ପ୍ରମୁଖ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛି ।

Related Articles

Back to top button