ଜାତୀୟ

ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ଯିଏକି ବେଦାନ୍ତ ଆଲୁମିନିୟମର ଏକ ୟୁନିଟ୍ ଓଏସଡିଏ, ଓଡିଶା ସରକାରଙ୍କ ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି

ଭାରତର ଅଗ୍ରଣୀ ମେଟାର୍ଲଜିକାଲ ଗ୍ରେଡ ଆଲୁମିନା ଉତ୍ପାଦନକାରୀ ଯିଏକି ବେଦାନ୍ତ ଆଲୁମିନିୟମର ଏକ ୟୁନିଟ୍ ଓଏସଡିଏ, ଓଡିଶା ସରକାରଙ୍କ ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି ।

ଆଗାମୀ ୩ ବର୍ଷ ମଧ୍ୟରେ ୧୩୦୦ରୁ ଅଧିକ ଯୁବକଯୁବତୀଙ୍କର ଦକ୍ଷତା ବଢାଇବାକୁ ଲକ୍ଷ୍ୟ ରଖିଛି । ଏହାର ଦକ୍ଷତା ତାଲିମ ପଦକ୍ଷେପ କଳାହାଣ୍ଡି ଜିଲ୍ଲାର ଗ୍ରାମାଂଚଳ, ବେକାର ଯୁବକଯୁବତୀମାନଙ୍କୁ ସାମାଜିକ-ଅର୍ଥନୈତିକ ପ୍ରତିବନ୍ଧକ ହେତୁ ବିଦ୍ୟାଳୟ ଛାଡିଥିବା ନିରନ୍ତର ଜୀବିକା ନିର୍ବାହ ପାଇଁ ସହାୟତା କରି ଆସୁଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com