ଜାତୀୟ

ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି

ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି।

ପ୍ରକୃତ ନିୟନ୍ତ୍ରଣ ରେଖା ର ବିବାଦୀୟ ଅଞ୍ଚଳରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଏବଂ ସୀମା ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗର ସମାଧାନ ପାଇଁ ଉଭୟ ପକ୍ଷ ମଧ୍ୟରେ ମତ ବିନିମୟ ହୋଇଥିଲା। ହେଲେ ଏଯାବତ କୌଣସି ନିଷ୍କର୍ଷର ସୂଚନା ମିଳିନାହିଁ।

Related Articles

Back to top button