ଅନ୍ୟାନ୍ୟ

ପୁଣି ଚର୍ଚ୍ଚାରେ ସୀମା ହାଇଦର

ପୁଣି ଚର୍ଚ୍ଚାରେ ସୀମା ହାଇଦର । ଏବେ ପ୍ରେମୀଯୁଗଳ ସୀମା ହାଇଦର ଓ ସଚିନ ମୀନା ହରଡଘଣାରେ । ସୀମାଙ୍କ ପ୍ରଥମ ସ୍ୱାମୀ ଗୁଲାମ ହାଇଦର ପାକିସ୍ତାନରୁ ଭାରତକୁ ଆସି ସୀମାଙ୍କ ନାଁରେ କେସ୍ ଦେଇଛନ୍ତି ।

କେବଳ ସୀମାଙ୍କ ନାମରେ ନୁହଁ ତାଙ୍କ ସ୍ୱାମୀ ସଚିନ ଓ ତାଙ୍କ ବାପା ନେତ୍ରପାଳଙ୍କ ବିରୋଧରେ ଏତଲା ଦାୟର କରିଛନ୍ତି । ଗୋଟିଏ କି ଦୁଇଟି ନୁହେଁ ୨୦ ଟି ଧାରା ଅନୁଶାରେ ମାମଲା ଦାୟର ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com