ଅନ୍ତର୍ଜାତୀୟ

ଇସ୍ରାଏଲ ସେନା ସିରିଆରେ ଭୟଙ୍କର ଏୟାର ଷ୍ଟ୍ରାଇକ୍ କରିଛି

ଇସ୍ରାଏଲ ସେନା ସିରିଆରେ ଭୟଙ୍କର ଏୟାର ଷ୍ଟ୍ରାଇକ୍ କରିଛି। ଉତ୍ତର ସିରିଆର ଆଲେପ୍ପୋ ସହର ନିକଟରେ ହୋଇଥିବା ଇସ୍ରାଏଲର ଏହି ଏୟାର ଷ୍ଟ୍ରାଇକ୍ ରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହୁରି ଅନେକ ଆହତ ହୋଇଛନ୍ତି।

ମୃତକଙ୍କ ମଧ୍ୟରେ ୫ ହିଜବୁଲ୍ଲା ଆତଙ୍କବାଦୀ ଅଛନ୍ତି। ଏହି ଆକ୍ରମଣରେ ଏକ ଡଜନରୁ ଅଧିକ ସୈନିକ ପ୍ରାଣ ହରାଇଛନ୍ତି କିମ୍ବା ଆହତ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com