ଓଡ଼ିଶା

ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ

ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହେବ। ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ।

ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ଫଳ ଅଭିଭାବକଙ୍କୁ ଅବଗତ କରିବା ପାଇଁ ୨ ତାରିଖ ଦିନ ବିଦ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com