ଅନ୍ତର୍ଜାତୀୟ

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଛି

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଦେଖାଯାଇଛି।

ଏହି କାର୍ଯ୍ୟକ୍ରମ ମାନହଟାନର ରେଡିଓ ସିଟି ମ୍ୟୁଜିକ ହଲରେ ଅନୁଷ୍ଠିତ ହୋଇଥିଲା । ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁନର୍ବାର ନିର୍ବାଚିତ କରିବା ପାଇଁ ଏହି କାର୍ଯ୍ୟକ୍ରମରେ ୨୫ମିଲିୟନ ଡଲାର ସଂଗ୍ରହ କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com