ଜାତୀୟ

ବର୍ଷର ଶେଷ ଛଅ ମାସରେ ବ୍ରିଟେନରେ ସାଧାରଣ ନିର୍ବାଚନ ହୋଇପାରେ। ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜେ ଏହା ସୂଚନା ଦେଇଛନ୍ତି

ବର୍ଷର ଶେଷ ଛଅ ମାସରେ ବ୍ରିଟେନରେ ସାଧାରଣ ନିର୍ବାଚନ ହୋଇପାରେ। ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜେ ଏହା ସୂଚନା ଦେଇଛନ୍ତି। ଗତ କିଛି ମାସ ମଧ୍ୟରେ, ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନାକ ମେ’ରେ ନିର୍ବାଚନକୁ ଏଡ଼ାଇ ଦେଇଥିଲେ ଏବଂ ଚଳିତ ବର୍ଷ ଶେଷରେ ନିର୍ବାଚନ ହୋଇପାରେ ବୋଲି ସୂଚନା ଦେଇଥିଲେ।

ସେପଟେ ଏକ ସର୍ଭେରେ ଆଶ୍ଚର୍ଯ୍ୟଜନକ ଦାବି କରାଯାଇଛି। ଆସନ୍ତା ସାଧାରଣ ନିର୍ବାଚନରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଆସନ ମଧ୍ୟ ବିପଦରେ ଥିବା କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com