ଓଡ଼ିଶା

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନ୍ୟାୟପାଳିକା ପକ୍ଷରୁ ସକାଳୁଆ ଅଦାଲତ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନ୍ୟାୟପାଳିକା ପକ୍ଷରୁ ସକାଳୁଆ ଅଦାଲତ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଏପ୍ରିଲ ୮ରୁ ସମଗ୍ର ରାଜ୍ୟରେ ଜିଲ୍ଲା ଓ ନିମ୍ନ ଅଦାଲତଗୁଡ଼ିକ ସକାଳୁଆ କାର୍ୟ୍ୟ କରିବ।

ତେବେ ସେହିଦିନଠାରୁ ଅଦାଲତଗୁଡ଼ିକ ପୂର୍ବାହ୍ନ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ। ଏଥିସହ ସକାଳ ୧୦ଟାରୁ ୧୦.୩୦ ପର୍ଯ୍ୟନ୍ତ ବିରତି ମିଳିବ ବୋଲି ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com