ଓଡ଼ିଶା

ସୋମବାର ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ

ସୋମବାର ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି।

ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com