ଓଡ଼ିଶାରାଜନୀତି

ବିଜେଡି ଶିବିରରୁ ଆସିଛି ଏକ ବଡ଼ ଖବର

ବିଜେଡି ଶିବିରରୁ ଆସିଛି ଏକ ବଡ଼ ଖବର । ୩ ଜଣ ନେତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକର ଦେବେନ୍ଦ୍ର ଜୋଶୀ ଓ ରବିନ୍ଦ୍ର ଠାକୁର, ବିଜେପୁର ବ୍ଲକର ଲଲିତା ପାଢ଼ୀଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିନିଆଯାଇଛି । ଏହି ଆଦେଶ ତ୍ୱରିତ ଭାବେ କାର୍ଯ୍ୟକାରୀ ହେବ । ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ସୂଚନା ଜାରି କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com