ଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅବକାରୀ ନୀତି ମାମଲାରେ ଏବେ ତିହାର ଜେଲରେ ରହିଛନ୍ତି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅବକାରୀ ନୀତି ମାମଲାରେ ଏବେ ତିହାର ଜେଲରେ ରହିଛନ୍ତି । ଏହାକୁ ବିରୋଧ କରି ଆମ୍ ଆଦମୀ ପକ୍ଷରୁ ଏପ୍ରିଲ ୭ ତାରିଖରେ ଦିଲ୍ଲୀର ଜନ୍ତରମନ୍ତ୍ରର ଠାରେ ଅନଶନ କରିବାକୁ ଯାଉଛି ।

ଏନେଇ ଆମ୍ ଆଦମୀ ପାର୍ଟିର ନେତା ଗୋପାଳ ରାୟ ସୂଚନା ଦେଇଛନ୍ତି । ଏନେଇ ଗୋପାଳ ରାୟ କହିଛନ୍ତି କି, ଯଦି ଦିଲ୍ଲୀ କିମ୍ବା ଅନ୍ୟ ରାଜ୍ୟର ଲୋକ କେଜ୍ରିୱାଲଙ୍କୁ ଭଲ ପାଉଥାନ୍ତି ତେବେ ଏପ୍ରିଲ ୭ ତରିଖରେ କେଉଁଠି ବି ଅନଶନ କରିପାରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com