ଓଡ଼ିଶା
ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି

ଅଂଶୁଘାତ ମୁକାବିଲା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡାକ୍ତରଙ୍କ ପରାମର୍ଶରେ ଜୀବଜନ୍ତୁଙ୍କୁ ଦିଆଯାଉଛି ତରଭୁଜ, ଆଖୁ ଭଳି ସପର ଫ୍ରୁଟ୍ ଏବଂ ଆଣ୍ଟି ହିଟ୍ ମେଡିସିନ।
ଏନକ୍ଲୋଜରଗୁଡ଼ିକୁ ବାଉଁଶ ତାଟି ଓ ବେଣା ଚେର ସ୍କ୍ରିନରେ ଘୋଡ଼ାଯାଉଛି। ସବୁ ଏନକ୍ଲୋଜରକୁ ୨୪ ଘଣ୍ଟିଆ ପାଣି ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି।