ଅନ୍ତର୍ଜାତୀୟ

ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ହୋଇଥିବା ଏକ ସର୍ଭେରେ ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପଛରେ ରହିଥିବାର ନଜର ଆସିଛନ୍ତି

ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ହୋଇଥିବା ଏକ ସର୍ଭେରେ ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପଛରେ ରହିଥିବାର ନଜର ଆସିଛନ୍ତି।

ସାତୋଟି ରାଜ୍ୟରେ କରାଯାଇଥିବା ସର୍ଭେରେ ରିପବ୍ଲିକାନ ନେତା ଟ୍ରମ୍ପ ଡେମୋକ୍ରାଟ ବାଇଡେନଙ୍କ ଆଗରେଥିବା ବେଳେ ବାଇଡେନ କେବଳ ଗୋଟିଏ ରାଜ୍ୟରେ ଆଗରେ ଅଛନ୍ତି। ସର୍ଭେରୁ ଜଣାପଡିଛି ଯେ ଭୋଟରମାନେ ବାଇଡେନଙ୍କ ଦକ୍ଷତା ଏବଂ ରାଷ୍ଟ୍ରପତି ଭାବରେ ତାଙ୍କର ପ୍ରଦର୍ଶନକୁ ନେଇ ନିରାଶ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com