ଓଡ଼ିଶା

ପୁଣି ଜାତୀୟ ସ୍ତରରେ ଚମକିଲେ ଓଡ଼ିଆ ଝିଅ

ପୁଣି ଜାତୀୟ ସ୍ତରରେ ଚମକିଲେ ଓଡ଼ିଆ ଝିଅ । ନୂଆଦିଲ୍ଲୀରେ ଆୟୋଜିତ ଜାତୀୟ ସ୍ତରୀୟ ଡିଏଚଏସ ଦିଲ୍ଲୀ ଅଶ୍ବ ଚାଳନାରେ ଓଡ଼ିଆ ଝିଅ ସିଦ୍ଧି ସାମନ୍ତରାୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ।

ରିଦ୍ଧି ୫ ବର୍ଷରୁ କମ୍ ଅଶ୍ବ ଚାଳନାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ପ୍ରତିଯୋଗିତାରେ ରିଦ୍ଧି କନିଷ୍ଠ ପ୍ରତିଯୋଗୀଭାବେ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଭୁବନେଶ୍ବରର କର୍ଣ୍ଣେଲ ଆଶିଷ ସାମନ୍ତରାୟ ଏବଂ ରୋହିଣୀଙ୍କ ସୁକନ୍ୟା ହେଉଛନ୍ତି ରିଦ୍ଧି ।

Related Articles

Back to top button
WP Twitter Auto Publish Powered By : XYZScripts.com