ଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଆବେଦନକୁ ଖାରଜ କଲେ ହାଇକୋର୍ଟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଆବେଦନକୁ ଖାରଜ କଲେ ହାଇକୋର୍ଟ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଏବେ ତିହାର ଜେଲରେ ବନ୍ଦୀ ଅଛନ୍ତି କେଜ୍ରିଓ୍ବାଲ।

ଜେଲ ଯିବା ପରେ ସେ ନିଜ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦଳ ଦାବି କରିଆସୁଥିବା ବେଳେ ତାଙ୍କୁ ପଦରୁ ହଟାଇବା ପାଇଁ ହାଇକୋର୍ଟରେ ଏକ ଆବେଦନ କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com