ଓଡ଼ିଶାରାଜନୀତି

ପାଖେଇ ଆସୁଛି ସାଧାରଣ ନିର୍ବାଚନ

ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଆଉ କେଇଟା ଦିନ ପରେ ନିର୍ବାଚନ ପାଇଁ କମ୍ପିବ ପୁରଠୁ ପଲ୍ଲୀ । ତେବେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ।

ତେଣୁ ଏହି ୪ଟି ପର୍ଯ୍ୟାୟରେ କର୍ମଚାରୀମାନଙ୍କୁ ଛୁଟି ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ନିର୍ବାଚନ ସମୟରେ ବ୍ୟାଙ୍କ, ବ୍ୟାଙ୍କିଂ ସେକ୍ଟର ସହ ସରକାରୀ ଅଫିସ ଏବଂ କୋର୍ଟ ଇତ୍ୟାଦି ବନ୍ଦ ରହିବ । ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com