ଓଡ଼ିଶା

କୋରେଇରୁ ନିର୍ବାଚନ ଲଢିବି ବୋଲି କହିଛନ୍ତି ଝିଲିକ

କୋରେଇରେ ଏଥର ହେବ କଡା ମୁକାବିଲା । ଅଭିନେତା ବନାମ ଅଭିନେତ୍ରୀ ଲଢେଇ ଦେଖିପାରେ କୋରେଇ । ବିଜେପି ପ୍ରାର୍ଥୀ ଆକାଶ ଦାସନାୟକ ବନାମ ଅଭିନେତ୍ରୀ ଝିଲିକ୍ ଭଟ୍ଟାଚାର୍ଯ୍ୟଙ୍କ ବିଗ୍ ଫାଇଟ୍ ଦେଖି ପାରନ୍ତି କୋରେଇ ଜନତା ।

ବିଜେଡି ସୁପ୍ରିମୋ ଯଦି ଅନୁମତି ଦେବେ, ତେବେ କୋରେଇରୁ ନିର୍ବାଚନ ଲଢିବି ବୋଲି କହିଛନ୍ତି ଝିଲିକ । ଝିଲିକଙ୍କ ଏଭଳି ବୟାନ ପରେ କୋରେଇ ନିର୍ବାଚନମଣ୍ଡଳୀକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com