ରାଜନୀତି

ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ

ଭାଜପା ଛାଡିଲେ ମହିଳା ନେତ୍ରୀ ସୋନାଲି ସାହୁ। ଗୁରୁବାର ସେ ଭାଜପା ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି।

ସୋନଲି ସାହୁ ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି ।ସେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତରେ କଂଗ୍ରେସରେ ସାମିଲ ହୋଇଛନ୍ତି । କଂଗ୍ରେସରେ ଥିଲେ ବିଜେପିକୁ ଯାଇଥିଲେ ପୁଣି ସୋନାଲି କଂଗ୍ରେସକୁ ଆସିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com