ଓଡ଼ିଶା

ସନ୍ତୋଷ ସିଂ ସାଲୁଜା କଂଗ୍ରେସ ଛାଡିବା ନେଇ ଚର୍ଚ୍ଚା ହେଉଛି

ରାଜ୍ୟ ରାଜନୀତି କ୍ଷେତ୍ରରେ ଏକ ବଡ ଖବରକୁ ନେଇ ଚର୍ଚ୍ଚା ଜୋର ଧରିଛି । ସନ୍ତୋଷ ସିଂ ସାଲୁଜା କଂଗ୍ରେସ ଛାଡିବା ନେଇ ଚର୍ଚ୍ଚା ହେଉଛି । କଣ୍ଟାବାଞ୍ଜିରୁ ତାଙ୍କୁ କଂଗ୍ରେସ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ।

ଟିକେଟ୍ ଘୋଷଣା ପରେ ବି ସେ ଦଳ ଛାଡିବେ ବୋଲି ଚର୍ଚ୍ଚା ହେଉଛି । ତେବେ ସେ କେଉଁ ଦଳରେ ମିଶିବେ ତାହା ଏବେ ସ୍ପଷ୍ଟ ହୋଇନାହିଁ । ଅନ୍ୟପକ୍ଷରେ ବିଜେଡି ପକ୍ଷରୁ ଏ ଯାଏ କଣ୍ଟାବାଞ୍ଜିରେ ପ୍ରାର୍ଥୀ ଘୋଷଣା କରାଯାଇନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com