ଓଡ଼ିଶା

ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି

ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ ଡୋର୍‌ ଖେଳ ଉପରେ କଟକଣା ଲଗାଇଛନ୍ତି ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି ।

ଏନେଇ କ୍ରୀଡା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି SRC । ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡିବା ପରେ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ବିଶେଷକରି ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଶ୍ରମିକମାନଙ୍କୁ ମଧ୍ୟ ୧୧ଟାରୁ ୩ଟା ମଧ୍ୟରେ କାମ କରିବାକୁ ବାରଣ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com