ଓଡ଼ିଶା

ତାତି କାରଣରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ ସମୟ ପରବର୍ତ୍ତନ କରାଯାଇଛି

ତାତି କାରଣରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ ସମୟ ପରବର୍ତ୍ତନ କରାଯାଇଛି । ଜିଲ୍ଲାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ଚାଲିବ ।

ତା’ପରେ ସ୍କୁଲ ଛୁଟି କରିଦିଆଯିବ । ତେବେ ସ୍କୁଲ ପରିସରରେ ପର୍ଯ୍ୟାପ୍ତ ମାତ୍ରାରେ ପାନୀୟ ଜଳ ମହଜୁଦ୍ ରଖିବାକୁ ପରାମର୍ଶ ଦିଆଯାଇଛି । ଏନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଖରା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com