ମନୋରଞ୍ଜନ

ବିବାଦୀୟ ଚଳଚ୍ଚିତ୍ର ‘ଦି କେରଲା ଷ୍ଟୋରି’ ଦୂରଦର୍ଶନରେ ପ୍ରସାରଣ ଲାଗି ନିଷ୍ପତ୍ତି ହୋଇଥିବାରୁ ଏହା ବିରୋଧରେ କେରଳର କଂଗ୍ରେସ ପାର୍ଟି ଭାରତର ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି

ବିବାଦୀୟ ଚଳଚ୍ଚିତ୍ର ‘ଦି କେରଲା ଷ୍ଟୋରି’ ଦୂରଦର୍ଶନରେ ପ୍ରସାରଣ ଲାଗି ନିଷ୍ପତ୍ତି ହୋଇଥିବାରୁ ଏହା ବିରୋଧରେ କେରଳର କଂଗ୍ରେସ ପାର୍ଟି ଭାରତର ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି।

ଊକ୍ତ ଚଳଚ୍ଚିତ୍ର ପ୍ରସାରଣ ବନ୍ଦ ରଖିବା ନିମନ୍ତେ ଦୂରଦର୍ଶନକୁ ନିର୍ଦ୍ଦେଶ ଦେବା ପାଇଁ କେରଳ ବିଧାନସଭାର ବିରୋଧୀ ଦଳ ନେତା ଭି.ଡି. ସାଥୀସାନ୍‌ ଇସିଆଇକୁ ପତ୍ର ଲେଖିଛନ୍ତି। ନିର୍ବାଚନୀ ଫାଇଦା ପାଇଁ ଭାଜପାର ଏହା ଏକ ଉଦ୍ଦେଶ୍ୟମୂଳକ ଉଦ୍ୟମ ବୋଲି କଂଗ୍ରେସ ଅଭିଯୋଗ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com