ଜାତୀୟ

ଟିଏମ୍‌ସି ନେତାଙ୍କୁ ବାନ୍ଧିବାକୁ ଯାଇ ଆକ୍ରମଣର ଶିକାର ହେଲେ (NIA) ଟିମ୍‌

ଟିଏମ୍‌ସି ନେତାଙ୍କୁ ବାନ୍ଧିବାକୁ ଯାଇ ଆକ୍ରମଣର ଶିକାର ହେଲେ (NIA) ଟିମ୍‌। ଏକ ବିସ୍ଫୋରଣ ମାମଲାରେ ତୃଣମୂଳ କଂଗ୍ରେସ ନେତା ମନବେନ୍ଦ୍ର ଜାନାଙ୍କୁ ବାନ୍ଧିବାକୁ ଆଜି ଭୋରରୁ ଯାଇଥିବା ଟିମ୍‌ ଉପରେ ହୋଇଛି ଆଖିବୁଜା ପଥର ମାଡ଼ ।

୨୦୨୨ ମସିହାରେ ହୋଇଥିବା ଏକ ବିସ୍ଫୋରଣ ମାମଲାରେ ମନବେନ୍ଦ୍ର ଜାନାଙ୍କ ସମ୍ପୃକ୍ତି ନେଇ ହାତରେ ପ୍ରମାଣ ଲାଗିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com