ଓଡ଼ିଶା

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି।

ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ମଧ୍ୟ ସକ୍ରିୟ ରହିଛି। ଏଥିପାଇଁ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ତେଣୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ପାଗ ଅନୁକୂଳ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com